୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ
ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି ଆସନ୍ତା ୨୨ ତାରିଖରୁ । ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆସିବ । ୨୫ରେ ଗୃହରେ ବଜେଟ୍ ଆଗତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
କାର୍ଯ୍ୟସୂଚୀ ଅନୁସାରେ ଜୁଲାଇ ୨୨ ରେ ରାଜ୍ୟପାଳ ରଘୁବର ଦାସ…