ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ବାଲେଶ୍ବର ପୂର୍ତ୍ତ ବିଭାଗ ୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ୪ଜଣ ଡିଏସପି, ୧୦ ସବଇନ୍ସପେକ୍ଟର, ୨ ସବଇନ୍ସପେକ୍ଟର…