ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଦ୍ଵାରା ଔଷଧ ବ୍ୟବସାୟୀ ସଂଘ ଓ ଖୋର୍ଦ୍ଧା ଜିଲ୍ଲା ଔଷଧ ବ୍ୟବସାୟୀ ସଂଘର ରକ୍ତଦାନ…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭୁବନେଶ୍ୱର ଔଷଧ ବ୍ୟବସାୟୀ ସଂଘ ଓ ଖୋର୍ଦ୍ଧା ଜିଲ୍ଲା ଔଷଧ ବ୍ୟବସାୟୀ ସଂଘର ଅନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଯାହାକୁ ମାନ୍ୟବର ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଉଦଘାଟନ କରିଥିଲେ । ଏଥିରେ ମାନ୍ୟବର ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ…