ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ଅବସର ଘୋଷଣା କଲେ ଅଷ୍ଟ୍ରେଲିଆର ଅଧିନାୟକ ଆରୋନ ଫିଞ୍ଚ
ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ଅଷ୍ଟ୍ରେଲିଆର ଅଧିନାୟକ ଆରୋନ ଫିଞ୍ଚ । ଏବେ ଆରୋନ ଫିଞ୍ଚ ଅଷ୍ଟ୍ରେଲିଆର ଉଭୟ ଦିନିକିଆ ଓ ଟି-୨୦ ଟିମର ଅଧିନାୟକ ରହିଛନ୍ତି । ତେବେ ଶନିବାର ସକାଳୁ ଫିଞ୍ଚ ଅଚାନକ ଦିନିକିଆ କ୍ରିକେଟରୁ ଅବସର ନେଇଥିବା ନେଇ ଘୋଷଣା କରିଛନ୍ତି ।…