ସୋଆକୁ ନୂଆଦିଲ୍ଲୀରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଆୟୋଜିତ ଏଚ୍ଆର୍ ଇଣ୍ଡିଆ ନ୍ୟାସ୍ନାଲ୍ ଏଚ୍ଆର୍ କନ୍ଫରେନ୍ସରେ “ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା” ସମ୍ମାନ ପ୍ରଦାନ କରାଯାଇଛି । ବିଶ୍ୱ ବିଦ୍ୟାଳୟ ପକ୍ଷରୁ ସୋଆ…