ସୋଆରେ ସିପିଆର ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୁବ ସମାଜ ମଧ୍ୟରେ ହୃଦଘାତ ଜନିତ ମୃତ୍ୟୁକୁ ଏଡାଇବା ନିମନ୍ତେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେସ୍ (ଏସ୍ପିଏସ୍) ଠାରେ କାର୍ଡିଓ ପଲମ୍ୟୁନାରୀ ରେସୁସିଟେସନ୍ (ସିପିଆର) ବିଷୟରେ ଏକ ସଚେତନତା…