ବଜେପିରେ ଯୋଗ ଦେଲେ ବାବୁ ସିଂ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିଶୁଭବନ ଛକରୁ ଆଜି ଏକ ବିଶାଳ ବାଇକ ରାଲିରେ ବାବୁ ସିଂ ଆସି ରାଜ୍ୟ ବଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ସ୍ବାଗତ କରଗଲାପରେ ମିଶ୍ରଣ ପର୍ବ ଆରମ୍ଭ ହୋଇଥିଲା । ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ବସନ୍ତ…