ଆସନ୍ତାକାଲି ବାହୁଡ଼ା ଯାତ୍ରା, ଅପରାହ୍ନ ୪ଟାରେ ରଥ ଟଣା
ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ବୁଧବାର ବାହୁଡ଼ା ଯାତ୍ରା ପାଇଁ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସମାନ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତାକାଲି ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା…