ବ୍ୟାଙ୍କ ଅଫ୍ ଇଣ୍ଡିଆର ନୂଆ ସିଇଓ ହେଲେ ଜଣେ ଓଡ଼ିଆ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାକୁ ଗର୍ବିତ କଲେ ଆଉ ଜଣେ ଓଡ଼ିଆ । ଅତନୁ କୁମାର ଦାସଙ୍କୁ ବ୍ୟାଙ୍କ ଅଫ୍ ଇଣ୍ଡିଆର ନୂଆ ସିଇଓ ପଦରେ ନିଯୁକ୍ତ କଲେ କେନ୍ଦ୍ର ସରକାର। ଅତନୁ କୁମାର ଦାସ ଭୁବନେଶ୍ୱରର ୟୁନିଟ୍ ୧ ବାଳକ ଉଚ୍ଚ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହୋଇ ବିଜେବି କଲେଜରେ ପଢ଼ିଥିଲେ। ତାପରେ…