Browsing Tag

Bapi Serkhel resigned from Congress

କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ

କଂ‌ଗ୍ରେସ ନେତା ବାପି ସର୍ଖେଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କପାଖକୁ ପଠାଇ ଦେଇଛନ୍ତି। କିଛି ଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା ବିଜେଡ଼ିରେ ଯୋଗ ଦେଇଥିଲେ। ଏବେ ବାପି କେଉଁ ଦଳରେ ଯୋଗଦେବେ ସେ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ…