ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀ, ଅନୁକୂଳ ହେଲା ରଥକାଠ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାଘ ଶୁକ୍ଳ ପଞ୍ଚମୀ ତିଥି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଭାବେ ବସନ୍ତ ପଞ୍ଚମୀ ନୀତି ଅନୁଷ୍ଠିତ ହୋଇଯାଇଅଛି । ଆଜି ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ପ୍ରତଃ ଘ.୫.୪୫ ହୋଇ ଭିତର ଶୋଧ ଘ.୬.୨୦ ଏବଂ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଘ.୬.୩୫ ରେ ସମ୍ପର୍ଣ୍ଣ ପରେ ମହାପ୍ରଭୁଙ୍କ…