ହସ୍ପିଟାଲରେ ଭର୍ତ୍ତି ହେଲେ ବାବୁଲ ସୁପ୍ରିୟୋ
ପଶ୍ଚିମବଙ୍ଗ ପର୍ଯ୍ୟଟନ ମନ୍ତ୍ରୀ ତଥା ଗାୟକ ବାବୁଲ ସୁପ୍ରିୟୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ଅପରାହ୍ନରେ ବାବୁଲ ସୁପ୍ରିୟୋଙ୍କୁ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା କରାଯାଉଛି। ଏନେଇ ଜଣେ ବରିଷ୍ଠ ଅଧିକାରୀ ସୂଚନା…