ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶୁକ୍ରବାର ରାତିରେ ବାଲିଅନ୍ତା ଥାନା ଅଧିନସ୍ଥ ରୁଦ୍ରପୁର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣା ରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି ।
ସୂଚନା ଅନୁଯାୟୀ, ୧୬ନଂ ଜାତୀୟ ରାଜପଥରେ କଟକ ରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ଏକ…