Browsing Tag

Bharat Express stopped halfway between Puri-Howrah

ଅଧାରେ ଅଟକିଲା ପୁରୀ-ହାଓଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌

ଟ୍ରେନ୍‌ ନମ୍ବର ୨୨୮୯୬ ପୁରୀ- ହାଓଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଅଧାରେ ଅଟକିଛି। କାଳବୈଶାଖୀ ଯୋଗୁଁ ଦ୍ରତଗାମୀ ଟ୍ରେନ୍‌ଟି ଯାଜପୁର ଜିଲ୍ଲା ବୈତରଣୀ ରୋଡ୍‌ ନିକଟରେ ଅଟକିଛି। କାଳବୈଶାଖୀରେ ଗଛ ପଡ଼ି ଲୋକୋ ପାଇଲଟ ସାମ୍ନା ଗ୍ଲାସ୍‌ ଭାଙ୍ଗିଥିବା ସୂଚନା ମିଳିଛି। ଆଜି ଅପରାହ୍‌ଣ ୪ଟା…