Browsing Tag

Bharat Ratna for Chaudhary Charan Singh

ଆଉ ୩ ଜଣଙ୍କୁ ଭାରତ ରତ୍ନ

ଭାରତ ରତ୍ନ ପାଇଁ ଆଉ ତିନି ଜଣଙ୍କ ନାମ ଘୋଷଣା କଲେ କେନ୍ଦ୍ର ସରକାର। ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ଏମଏସ୍ ସ୍ୱାମୀନାଥନଙ୍କୁ ମିଳିବ ଭାରତ ରତ୍ନ। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ ନେଇ ଆଜି କେନ୍ଦ୍ର ସରକାର…