Browsing Tag

bhimabhoi

ଭୀମଭୋଇ ମେଡିକାଲ କଲେଜର ଛାତ୍ରୀ ନିବାସରେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଛାତ୍ରୀ ନିବାସରେ ଅଘଟଣ। ବିଳମ୍ବିତ ରାତିରେ କଲେଜ ଛାତ୍ରୀ ନିବାସରେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ହଷ୍ଟେଲ ରୁମରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ୨୦ ବର୍ଷିୟ ନିରୂପମା ନନ୍ଦ। ସେ ଏମବିବିଏସର…