ICUରେ ଭୋଗରାଇ ବିଧାୟକ ଅନନ୍ତ ଦାସ
ICUରେ ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ବାର୍ଦ୍ଧକ୍ୟ ଜନିତ ସମସ୍ୟା ଯୋଗୁଁ ଅସୁସ୍ଥ ଥିବାରୁ ସେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। କିଛି ଦିନ ହେଲା ତାଙ୍କର ସ୍ବାସ୍ଥ୍ୟ ଜନିତ ସମସ୍ୟା ଲାଗି ରହିଥିଲା। ରବିବାର ସନ୍ଧ୍ୟାରେ ପରିବାର ଲୋକ ତାଙ୍କୁ ବାଲେଶ୍ବର ଫକୀରମୋହନ ମେଡିକାଲରେ ଭର୍ତ୍ତି…