ବିଜେପି ଛାଡି ବିଜେଡିରେ ସାମିଲ ହେଲେ ଭୃଗୁ ବକ୍ସିପାତ୍ର
ବିଜେପି ଛାଡି ବିଜେଡିରେ ସାମିଲ ହେଲେ ଭୃଗୁ ବକ୍ସିପାତ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ତାଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ମାନସ ରଞ୍ଜନ ମଙ୍ଗରାଜ। ବିଜେପି ଉପସଭାପତି, ସାଧାରଣ ସମ୍ପାଦକ ରହିଥିବା ଭୃଗୁ ମୁଖ୍ୟମନ୍ତ୍ରୀଙ୍କ ବିକାଶ…