Browsing Tag

bhubaneswar – nayagarh train odisha fast

ସମ ହସ୍ପିଟାଲରେ କୋଭିଡ ୧୯ ଭ୍ୟାକସିନର ମାନବ ପରୀକ୍ଷଣ ଆରମ୍ଭ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ ୧୯ ଭ୍ୟାକସିନର ମାନବ ପରୀକ୍ଷଣ ସୋମବାର ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହୋଇଛି | ସମ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ ୨୦ ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ…

ଆଉ ୩ପଜିଟିଭ ସହ ୧୨୮ଛୁଇଁଲା ରାଜ୍ୟ କରନା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୩କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ଯାଜପୁର ଅଞ୍ଚଳର । ଏମାନଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଁଚିଛି । ସେହିପରି ଯାଜପୁରରେ ଆକ୍ରାନ୍ତଙ୍କ  ସଂଖ୍ୟା ୨୨ ଛୁଇଁଛି । ସୂଚନା ଅନୁଯାୟୀ, ଏହି ୧୨୮…