ଝାରଖଣ୍ଡରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୧
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରବିବାର ଦିନ ଝାରଖଣ୍ଡରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସିଂହଭୂମ ଜିଲ୍ଲାରେ ଅପରାହ୍ନ ୨ଟା ୨୨ ମିନିଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ଥିଲା। ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସ୍ପଷ୍ଟ କରିଛି। ତେବେ କେଉଁଠି…