କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ…