ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରିବା ସହ…