Browsing Tag

birat

ରାଷ୍ଟ୍ରୀୟ ଗାନ ସମୟରେ ଚୁଇଂଗମ୍ ଚୋବାଇ ବିବାଦ ଘେରରେ ବିରାଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିବାଦ ଘେରରେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି । କେପଟାଉନରେ ମ୍ୟାଚ୍ ଆରମ୍ଭ ହେବା ପୂର୍ବରୁ ଜାତୀୟ ସଙ୍ଗୀତ ଗାନ କରାଯାଉଥିଲା । ଏହି ସମୟରେ ସମସ୍ତ ଖେଳାଳୀ ଠିଆ ହୋଇ ଜାତୀୟ ସଙ୍ଗୀତ ଗାନ କରୁଥିବା ବିରାଟଙ୍କର ଏହି ମୁହୁର୍ତ୍ତ କ୍ୟାମେରାରେ କଏଦ୍…