ବିଷ୍ଣୁଦେବ ସାଏ ଛତିଶଗଡ଼ର ନୂତନ ମୁଖ୍ୟମନ୍ତ୍ରୀ
ବିଷ୍ଣୁଦେବ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର। ତାଙ୍କୁ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଛି।
୫୯ ବର୍ଷୀୟ ବିଷ୍ଣୁଦେଓ ସାଏ ଜଣେ ଆଦିବାସୀ…