ଆନ୍ଧ୍ରପ୍ରଦେଶର ରାଜ୍ୟପାଳଙ୍କ କାର୍ଯ୍ୟାଳୟର ଚାରିଜଣ କର୍ମଚାରୀ କରୋନା ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦଙ୍କ କାର୍ଯ୍ୟାଳୟର ଚାରିଜଣ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସଂକ୍ରମିତଙ୍କ ମଧ୍ୟରେ ଜଣେ ସୁରକ୍ଷା ଅଧିକାରୀ ଥିବାବେଳେ ଜଣେ ଷ୍ଟାଫ୍ ନର୍ସ ଥିବା ଆନ୍ଧ୍ରର ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ମୁଖ୍ୟ…