ଆଜି ପବିତ୍ର ବିଶ୍ୱକର୍ମା ଜୟନ୍ତୀ; ପୂଜାର ମହତ୍ୱ ସମ୍ପର୍କରେ ଜାଣିବା
ଆଜି ସାରା ଦେଶରେ ବିଶ୍ୱକର୍ମା ଜୟନ୍ତୀ ପାଳନ କରାଯିବ । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କର କୂଳଦେବତା ହେଉଛନ୍ତି ବିଶ୍ୱକର୍ମା । ପ୍ରତ୍ୟକ ବର୍ଷ ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତୀ ଦିନ ବିଶ୍ୱକର୍ମାଙ୍କ ପୂଜା କରାଯାଏ ।…