ଆସନ୍ତା ସପ୍ତାହରେ ଶଙ୍ଖ ଧରିବେ ବିଶ୍ୱରଞ୍ଜନ !!
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବରୀର ଯୁବନେତା ବିଶ୍ୱରଞ୍ଜନ ମଲ୍ଲିକ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ସେ ଇସ୍ତଫା ଦେଇଛନ୍ତି । ଆସନ୍ତା ସପ୍ତାହରେ ସେ ଶଙ୍ଖ ଧରିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ।
ସୂଚନା ଅନୁଯାୟୀ, ବିଶ୍ୱରଞ୍ଜନ ବିଜେପି…