ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ମାମଲା ରୁଜୁ
ବିଶ୍ୱେଶ୍ୱର ଟୁଡୁଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଛି । ବାରିପଦା ଟାଉନ ଥାନାରେ ମନ୍ତ୍ରୀଙ୍କ ବିରୋଧରେ ଏଫଆଇଆର ଦେଲେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କେନ୍ଦ୍ରର ଦୁଇ ଆହତ ଅଧିକାରୀ । ମନ୍ତ୍ରୀଙ୍କ ବିରୋଧରେ ୫୦/୨୨ରେ ମାମଲା ରୁଜୁ କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ମାଡରେ…