ବିଜେବି କଲେଜ ଛାତ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ ପ୍ରଦାନ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେବି ଅଟୋନୋମସ କଲେଜର ରାଜନୀତି ବିଜ୍ଞାନ ଛାତ୍ରୀ ସୁଶ୍ରୀ ତମନ୍ନା ଭୋଇଙ୍କୁ ଖଣ୍ଡପଡ଼ା ଟ୍ରଫି ସମ୍ମାନ ପ୍ରଦାନ କରାଯାଇଛି । କଲେଜ ପରିସରରେ ଏକ ସ୍ୱତନ୍ତ୍ର ଉତ୍ସବରେ ତମନ୍ନାଙ୍କୁ କଲେଜର ଅଧ୍ୟକ୍ଷା ପ୍ରଫେସର ଝୁମ୍କି ରଥ ଏହି ଟ୍ରଫି ପ୍ରଦାନ…