Breaking News ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି ଓଡିଶା ଫାଷ୍ଟ ବ୍ୟୁରୋ Feb 13, 2024 0 ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି । ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଉପରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ମୋହର ।