୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି
୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ଦେଇଥିବାବେଳେ ଭଦ୍ରକ ପାଇଁ ଦେବାଶିଷ ସାମନ୍ତରାୟଙ୍କୁ ଦେଇଛି ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ…