ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ବିଜେଡିର ଅଭିଯାନ; କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍
ଓଡ଼ିଆ ଝିଅ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ବିଜେଡିର ଚାଲିଛି ଅଭିଯାନ । ଦ୍ରୌପଦୀଙ୍କୁ ଜିତେଇବା ପାଇଁ ଅଣ୍ଟା ଭିଡିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ବିଜେଡି ଟିମ ସମସ୍ତଙ୍କୁ ଭେଟି ଦ୍ରୌପଦୀଙ୍କୁ ସମର୍ଥନ କରିବା ପାଇଁ ଅନୁରୋଧ…