କର୍ଣ୍ଣାଟକକୁ ହଁ, ଓଡ଼ିଶାକୁ ନା, ଓଡ଼ିଶା ପ୍ରତି କେନ୍ଦ୍ରର ବୈମାତୃକ ମନୋଭାବ: ବିଜେଡ଼ି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗ୍ରାମୀଣ ଆବାସ ଯୋଜନାରେ ଓଡ଼ିଶା ପ୍ରତି କେନ୍ଦ୍ର ସରକାର ବାରମ୍ବାର ଅବହେଳା କରି ଆସୁଛନ୍ତି । ଫଳରେ ଓଡ଼ିଶାର ଲକ୍ଷ ଲକ୍ଷ ଗରିବ, ଆଦିବାସୀ, ଅନୁସୂଚିତ ଜାତି ଓ ପଛୁଆ ବର୍ଗର ଲୋକେ ଘର ପାଇବାରୁ ବଞ୍ଚିତ ହେଉଛନ୍ତି । ଏବେ ପୁଣି କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ଓ…