ଓଡିଶାରେ ବିଜେଡିକୁ ସରକାର ଗଢିବାକୁ ହେଲେ ବିଜେପିର ଆବଶ୍ୟକତା ନାହିଁ,ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଏକାଠି…
ବିଜେଡି ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ବଡ ବୟାନ । ନେଟୱାର୍କ ୧୮ କନକ୍ଲେଭରେ ସାମିଲ ହୋଇ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଷ୍ଟେଟସମ୍ୟାନ ବୋଲି କହିଛନ୍ତି ପାଣ୍ଡିଆନ୍ । ରାଜନୀତିକୁ ଛାଡି ଦୁଇ ଜଣ ଭଲ ବନ୍ଧୁ ବୋଲି ସେ କହିଛନ୍ତି । ମେଣ୍ଟ…