ବିଜେଡିର ଇସ୍ତାହାର କମିଟି ବୈଠକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡି ଦଳୀୟ କାର୍ଯ୍ୟାଳୟରେ ଗୁରୁବାର ଇସ୍ତାହାର କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ପାଟକୁରା ବିଧାୟକ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ନିର୍ବାଚନୀ ଇସ୍ତାହାରରେ କେଉଁ ପ୍ରସଙ୍ଗଗୁଡିକ ସ୍ଥାନ ପାଇବ ସେ ନେଇ ଆଲୋଚନା…