ପାୱାର କରିଡର କୁ ଫେରିଲେ ସଞ୍ଜୟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ସାଧାରଣ ସମ୍ପାଦକ ( ମୁଖ୍ୟାଳୟ) ସଞ୍ଜୟ ଦାସବର୍ମାଙ୍କୁ ଯୋଜନା ବୋର୍ଡ ଉପାଧ୍ୟାକ୍ଷ ଦାୟିତ୍ୱ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପଦ ପାଇବା ପରେ ସଞ୍ଜୟ ରାଜ୍ୟସଭା ଯିବାକୁ ନେଇ ଚାଲିଥିବା ଚର୍ଚ୍ଚାର ଅନ୍ତ…