ପରାଜୟ ଭୟରେ ବିଜେଡି ହିଂସାକାଣ୍ଡ କରୁଛି: ମନମୋହନ ସାମଲ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ନିର୍ବାଚନ ହାରିବା ସୁନିଶ୍ଚିତ ଜାଣିବା ପରେ ବିଜେଡି ରକ୍ତମୁଖା ହୋଇପଡିଛି । ରାଜ୍ୟରେ ହିଂସାର ବାତାବରଣ ସୃଷ୍ଟି କରି ଜନମତକୁ ବିଭ୍ରାନ୍ତ କରିବା ପାଇଁ ଅପଚେଷ୍ଟା କରୁଛି । ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଚାନ୍ଦବାଲି ବିଧାନସଭାରେ…