ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଶ୍ନକୁ ସାମ୍ନା କରିନପାରି ବିଜେଡି ମିଥ୍ୟା ପ୍ରଳାପ କରୁଛି : ଅନିଲ ବିଶ୍ୱାଳ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ନିର୍ବାଚନ ପରାଜୟରୁ ବର୍ତିବା ପାଇଁ ବିଜେଡି ପ୍ରତ୍ୟେକ ଦିନ ମିଛ ପ୍ରଚାର ଆରମ୍ଭ କରିଛି । ମିଥ୍ୟା ପ୍ରଚାରର ସାହାରା ନେଉଥିବା ବିଜେଡି ଦଳ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ପ୍ରଶ୍ନ ଉଠାଉଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ…