ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଭାବେ ଦାୟିତ୍ବ ନେଲେ ବିଜେଡି ନେତା ପ୍ରଦୀପ ମାଝୀ
ପୂର୍ବତନ ନବରଙ୍ଗପୁର ସାଂସଦ, ଦକ୍ଷିଣ ଓଡ଼ିଶାର ଟାଣୁଆ ଆଦିବାସୀ ନେତା ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ।
ମାନ୍ୟବର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ…