ଆରପାରିରେ ବିଜେଡି ନେତା ସୁବାସ ଚୌହାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ୱାନଙ୍କ ଗତକାଲି ରାତି ୩. ୦୫ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ଗତ ୩୦ ତାରିଖରେ ସ୍ବର୍ଗତ ଚୌହ୍ୱାନ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା । ଗତ…