Browsing Tag

bjd misile

କଂଗ୍ରେସ ଛାଡି ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ କୈଳାସ କୁଲେସିକା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଂଗ୍ରେସ ଛାଡି ବିଜେଡିରେ ମିଶିଲେ କୈଳାସ କୁଲେସିକା । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା କଂଗ୍ରେସ ନେତା କୈଳାଶ କୁଲେସିକା ବିଜେଡି ଦଳରେ ଯୋଗଦେଇଛନ୍ତି । ଭୁବନେଶ୍ବର ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟକୁ ଆସି…