କଣାସରେ ଶକ୍ତି ପ୍ରଦର୍ଶନ କଲେ ବିଜେଡିର ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ ଓ ବିଧାୟକ ପ୍ରାର୍ଥୀ ସଞ୍ଜୟ କୁମାର…
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ସଂଘର୍ଷ ଓ ବୀର ପ୍ରସବିନୀର ଭୂମି କଣାସକୁ ବିଜୁ ଜନତା ଦଳର ସାଂସଦ ପ୍ରାର୍ଥୀ ଶ୍ରୀଯୁକ୍ତ ଅରୁପ ପଟ୍ଟନାୟକ ଓ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ତ୍ରିଲୋଚନପୁର ଛକ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଆସି ପଞ୍ଚାୟତ…