ସାଂସଦ ମାନସ ମଙ୍ଗରାଜ ହେଲେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ କମିଟିର ପରାମର୍ଶଦାତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡିର ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ମିଳିଛି ଆଉ ଏକ ଦାୟିତ୍ୱ । ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପରାମର୍ଶଦାତା କମିଟିର ସଦସ୍ୟଭାବେ ଶ୍ରୀ ମଙ୍ଗରାଜଙ୍କୁ ମନୋନୀତ କରାଯାଇଥିବା ଜଣାପଡିଛି। ଭାରତ ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ…