Browsing Tag

BJD supremo

ବିଜେଡି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ଭୋଟ ଉପରେ ସମସ୍ତଙ୍କ ନଜର ରହିଛି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି । ୩ ପ୍ରମୁଖ ଦଳର ପ୍ରାର୍ଥୀ ଓ ହେଭିଓ୍ବେଟମାନେ ନିର୍ବାଚନ ସଭା ଓ ରୋଡ଼ ଶୋ କରି ଭୋଟ…

ଡବଲ ଇଞ୍ଜିନ ଥିବା ରାଜ୍ୟରେ କାହିଁକି ଲାଇନଚ୍ୟୁତ ହେଲା ବିଜେପି: ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭଦ୍ରକ ଜିଲା ଗସ୍ତ କରି ଜିଲାର ବିଭିନ୍ନ ସ୍ଥାନରେ ଦଳୀୟ ବିଧାନସଭା ପ୍ରାର୍ଥୀ ଓ ଲୋକ ସଭା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି । ୪ଟି ଭିନ୍ନ ଭିନ୍ନ ସ୍ଥାନରେ ପହଞ୍ଚି ଲୋକ ସଭା…

କେନ୍ଦ୍ରରେ କୋୖଣସି ଜାତୀୟ ଦଳକୁ ବହୁମତ ମିଳିବନି: ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ); ସମ୍ଭଲପୁର ଜିଲ୍ଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଆଜି ପ୍ରଚାର କରିଛନ୍ତି ଦଳ ସଭାପତି ନବୀନ ପଟ୍ଟନାୟକ । ଏହି ସଭାରେ ଯୋଗଦେଇ ନବୀନ ବିଜେଡି ବିଧାୟକ ଓ ଏମପି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିବେଦନ କରିଛନ୍ତି । ଓଡ଼ିଶା…

ରଣପୁରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର, ମୁଁ ଥିବା ଯାଏଁ କାଳିଆ ଯୋଜନା ବନ୍ଦ ହେବନି: ନବୀନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନୟାଗଡ଼ ଜିଲା ରଣପୁର ନିର୍ବାଚନମଣ୍ଡଳୀ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପହଞ୍ଚି ଦଳୀୟ ନେତାଙ୍କ ପାଇଁ ପ୍ରଚାର କରିଛନ୍ତି । ଏହି ଉପଲକ୍ଷେ ରଣପୁର ପଞ୍ଚୁଦୋଳ ପଡ଼ିଆଠାରେ ଜିଲା ସଭାପତି ରବିନାରାୟଣ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ନିର୍ବାଚନୀ ସଭାରେ…

ବେଗୁନିଆରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’ ରେ ହଜାର ହଜାର ଜନ ସମାଗମ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଢ଼େଙ୍କାନାଳରୁ ପ୍ରଚାର ସାରି ଫେରିବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ବେଗୁନିଆଠାରେ ଆୟୋଜିତ ରୋଡ୍‌ ଶୋ’ରେ ସାମିଲ ହୋଇଥିଲେ । ହେଲିକାପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ବେଗୁନିଆରେ ପହଞ୍ଚିବା ପରେ ହାଇଟେକ୍‌ ବସ୍‌ରେ…

ସିଲଭର ସିଟିରେ ନବୀନ ସୁପର ହିଟ ରୋଡ଼ ଶୋ’

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା କାଲି ହେବାକୁ ଥିବା ବେଳେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ସମସ୍ତ ଦଳର ପ୍ରାର୍ଥୀ ଓ ନେତା ପ୍ରଚଣ୍ଡ ରୌଦ୍ରତାପକୁ ଖାତିର ନକରି ନିଜର ସମସ୍ତ ସାମର୍ଥ୍ୟ ଲଗାଇଦେଇଛନ୍ତି । ସେହିପରି ବିଜେଡି ସୁପ୍ରିମୋ ନବୀନ…

ରଘୁନାଥପଲ୍ଲୀ ଓ ବିଜେପୁରରେ ନବୀନଙ୍କ ରୋଡ୍‌ ଶୋ’

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଉରକେଲାର ରଘୁନାଥପଲ୍ଲୀ ଗସ୍ତ କରି ବିଜେଡି ପ୍ରାର୍ଥୀ ସୁବ୍ରତ ତରାଇଙ୍କ ପାଇଁ ପ୍ରଚାର କରିଛନ୍ତି । ଅପରାହ୍ନ ୩ଟା ବେଳେ ବିଜେଡି ପକ୍ଷରୁ ଆୟୋଜିତ ରୋଡ୍‌ ଶୋ’ରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ । ଲକ୍ଷ୍ମୀ ମାର୍କେଟରୁ…

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ପଶ୍ଚିମ ଓଡ଼ିଶାରେ ନବୀନଙ୍କ ମାରାଥନ ପ୍ରଚାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚଳାଇଛନ୍ତି ସବୁ ଦଳର ପ୍ରାର୍ଥୀ ଓ ନେତା । ୧୮ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ଥିବା ବେଳେ ନିଜ ସପକ୍ଷରେ ଜନମତ ସୃଷ୍ଟି କରିବାକୁ ସମସ୍ତେ ବଳ କହୁଛନ୍ତି । ଏଥର ନିର୍ବାଚନରେ ବିଜେଡ଼ିର ପ୍ରଚାର ମଙ୍ଗ…

ଭାଇରଲ ହେଉଛି ନବୀନଙ୍କ ଯୋଗ ଭିଡ଼ିଓ, ଦେଖନ୍ତୁ ଭିଡ଼ିଓ

https://youtu.be/nDgkakTHHGc ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସମଗ୍ର ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଓ ଚାଲିପାରୁନଥିବା ଖବର ପ୍ରଚାର ଚାଲିଥିବା ସମୟରେ ବିଜେଡ଼ି ତରଫରୁ ମୁଖ୍ୟମନ୍ତ୍ରୀଙ୍କର ଏକ ଭିଡ଼ିଓ ରିଲିଜ ହୋଇଛି । ଯେଉଁ ଭିଡ଼ିଓରେ ମୁଖ୍ୟମନ୍ତ୍ରୀ ଯୋଗ ଓ ସାଧାରଣ…

ବିଜେପୁରରୁ ମୁଖ୍ୟମନ୍ତ୍ରୀ ଭରିଲେ ନାମାଙ୍କନ

ଓଡ଼ିଶା ଫାଷ୍ଟ(ବ୍ୟୁରୋ) : ବିଜେପୁର ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ । ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି…