୧୪୭ ବିଧାନସଭା ଛାଡନ୍ତୁ ୮୦ ଆସନ ପାଇଁ ମଧ୍ୟ ପ୍ରାର୍ଥୀ ପାଉନାହିଁ ଓଡିଶା ବିଜେପି: ବିଜେଡି
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ବିଜୁ ଜନତା ଦଳ ପକ୍ଷରୁ ଯାହା କହି ଆସୁଛୁ ତାହା ସତ୍ୟ ବୋଲି ପ୍ରମାଣିତ ହେଉଛି । ଓଡିଶା ବିଜେପି ପାଖରେ ୧୪୭ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଛାଡନ୍ତୁ, ୮୦ ଆସନ ପାଇଁ ମଧ୍ୟ ପ୍ରାର୍ଥୀ ନାହାନ୍ତି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସ୍ୱୟମ…