ଆସନ୍ତାକାଲିଠାରୁ ୩ଦିନ ଧରି ଅତିରିକ୍ତ ୫ କେଜି ଚାଉଳ ବନ୍ଦକୁ ନେଇ ପ୍ରତିବାଦ କରିବ ବିଜେଡି
ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ କୋଭିଡ ପାଇଁ ମିଳୁଥିବା ଅତିରିକ୍ତ ୫ କେଜି ଚାଉଳ ବନ୍ଦକୁ ନେଇ ପ୍ରତିବାଦ କରିବ ବିଜେଡି। ଆସନ୍ତା ୧୪, ୧୫ ଓ ୧୬ ତାରିଖରେ ତିନି ଧରି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ଶାସକ ଦଳ। ଧାନ କ୍ରୟ କ୍ଷେତ୍ରରେ ୨୦ ହଜାର କୋଟି ଟଙ୍କା ବଜେଟରେ କମ କରାଯାଇଛି।…