ସେପ୍ଟେମ୍ବର ୧ରେ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୧ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ଇଡ୍କଲ୍ ହଲ୍ରେ ହେବ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ । ଏହି ବୈଠକରେ ସାଂସଦ, ସମସ୍ତ ବିଧାୟକ, ୮୧ ଜଣ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ପର୍ଯ୍ୟବେକ୍ଷକମାନେ…