Browsing Tag

BJP and BJD government is running in partnership: Rahul Gandhi

ଓଡ଼ିଶାରେ ବିଜେପି ଓ ବିଜେଡି ସରକାର ପାର୍ଟନରସିପ୍‌ରେ ଚାଲିଛି: ରାହୁଲ ଗାନ୍ଧୀ

ଓଡ଼ିଶାରେ ଚାଲିଛି ପାର୍ଟନରସିପ୍ ସରକାର। ବିଜେପି ଓ ବିଜେଡି ଭାଗିଦାରୀରେ ଚାଲିଛି ଏହି ସରକାର। ଓଡ଼ିଶାରେ ବହୁ ଶିଳ୍ପ ପ୍ରତିଷ୍ଠାନ ବନ୍ଦ ହୋଇ ଯାଇଥିବା ବେଳେ ବେରୋଜଗାରୀ ବଢ଼ିଛି। ଦେଶରେ ସବୁଠାରୁ ଅଧିକ ବେରୋଜଗାର ଲୋକ ଓଡ଼ିଶାରେ ହିଁ ଅଛନ୍ତି। ଏଠାରେ ଏକ ଆଦିବାସୀବହୁଳ ରାଜ୍ୟ ହୋଇଥିବା ବେଳେ…