ପଦ୍ମପୁର ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେପି
ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ବଡ଼ ଷ୍ଟ୍ରାଟେଜି କରିଛି ବିଜେପି । ଧାମନଗର ଭଳି ଅଧିକ ଶକ୍ତିଶାଳୀ ଓ ଅଧିକ ବଳ ଲଗାଇ ନିର୍ବାଚନ ଲଢ଼ିବ ଦଳ । ଖୁବଶୀଘ୍ର ଦଳର କ୍ଷତ୍ରୀୟ ପ୍ରଭାରୀ ସୁନୀଲ ଵଂଶଲ ଓ ପ୍ରଭାରୀ ଡ଼ି ପୁରନ୍ଦେଶ୍ୱରୀ ଷ୍ଟ୍ରାଟେଜି ପ୍ରସ୍ତୁତ କରିବା ପାଇଁ ଓଡିଶା ଆସୁଛନ୍ତି ।…