୪ ରାଜ୍ୟ ପାଇଁ ପ୍ରଭାରୀ ନିଯୁକ୍ତ କଲା ବିଜେପି
ବିଜେପି (ଭାରତୀୟ ଜନତା ପାର୍ଟି) ପକ୍ଷରୁ ୪ ରାଜ୍ୟ ପାଇଁ ପ୍ରଭାରୀ ଏବଂ ସହ ପ୍ରଭାରୀ ନିଯୁକ୍ତ କରାଯାଇଛି। ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଭାରୀ ନିଯୁକ୍ତ କରିଛି ବିଜେପି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହରିୟାଣା ନିର୍ବାଚନ ପ୍ରଭାରୀ ନିଯୁକ୍ତ କରିଥିବା ବେଳେ ସହପ୍ରଭାରୀ…